ଟଙ୍କା ନେଲେ ନାଚିଲେନି, ଅଭିନେତ୍ରୀଙ୍କ ନାଁରେ ମାମଲା ରୁଜୁ

ହରିୟାଣାର ଗାୟିକା ତଥା ଡ୍ୟାନ୍ସର ସପନା ଚୌଧୁରୀଙ୍କ ନାଁରେ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି। ଟଙ୍କା ହଡ଼ପ ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି। ପୋଲିସ ମୁତାବକ,ସପନାଙ୍କ ନାଁରେ ୪ କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ସେ ଷ୍ଟେଜ୍‌ ଶୋ’ ପାଇଁ ଏକ ପିଆର୍‌ କମ୍ପାନୀଠାରୁ ଟଙ୍କା ନେଇଥିଲେ। କିନ୍ତୁ ଏହି ଶୋ’ କରି ନ ଥିଲେ। ଫଳରେ କମ୍ପାନୀ ପକ୍ଷରୁ ପୋଲିସ ସହାୟତା ନିଆଯାଇଥିଲା। ସପନାଙ୍କ ନାଁରେ ଧାରା ୪୨୦, ୧୨୦ ଏବଂ ୪୦୬ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ହେଲେ ପ୍ରିୟଙ୍କା!

ମୁମ୍ବାଇ:ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ସବୁବେଳେ ନିଜ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିବାକୁ ଚେଷ୍ଟା କରିଥାଆନ୍ତି । ତେଣୁ ସେ ସୋସିଆଲ ମିଡିଆରେ...

ନିଆରା ହସ ପାଇଁ ଏହି ଅଭିନେତ୍ରୀଙ୍କୁ ମିଳିଲା ସବୁଠୁ ବଡ଼ ସମ୍ମାନ

ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ ରେ ନିଜର ହସ ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିଣିଥିବା ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣିଥରେ କୋଟି କୋଟି ଲୋକଙ୍କ ହୃଦୟ...

ପଶୁପକ୍ଷୀଙ୍କୁ ଖୁବ୍‌ ଭଲପାଆନ୍ତି ବାଣୀ

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ବାଣୀ କପୁର ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ୨୩ ଅଗଷ୍ଟ ୧୯୮୮ରେ ଜନ୍ମ ନେଇଥିବା ଏହି ନାୟିକା ଏବେ କିଛି ନା...

ଅନୁଷ୍କାଙ୍କ ହାତଧରି କ୍ଲିନିକ୍‌ ନେଇ ଗଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ...

ସୁହାନାଙ୍କ ମିରର ସେଲ୍ଫି

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁ ଓ ପତ୍ନୀ ଗୌରି ଖାଁଙ୍କ ଏକମାତ୍ର ଝିଅ ସୁହାନା ଏବେ ଲକ୍ଷେ ଦିଲର ଧଡକନ୍ ପାଲଟି ଯାଇଛନ୍ତି ।...

ଆୟୁଷ୍ମାନଙ୍କ ମୁହଁରେ ଲାଗିଥିବା କେକ୍‌କୁ ଏମିତି ସଫାକଲେ ତାହିରା କଶ୍ୟପ

ମୁମ୍ବାଇ: ବଲିଉଡ୍ ନାୟକ ଆୟୁଷ୍ମାନ ଖୁରାନା ସୋମବାର ତାଙ୍କର ୩୬ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କର ଏକ ଫଟୋ ଏବେ...

୩୨ ବର୍ଷରେ ପାଦ ଦେଲେ ସୋନାକ୍ଷୀ

ମୁମ୍ବାଇ, ୨।୬: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ରବିବାର ୩୨ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୭ ଜୁନ୍‌ ୨ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ...

ଲକ୍‌ଡାଉନ୍‌: ସଲମାନ୍‌ଙ୍କ ଫାର୍ମହାଉସ୍‌ରେ ସମୟ ବିତାଉଛନ୍ତି ୟୁଲିଆ, ମାଛ ଧରି ଶେୟାର କଲେ ଭିଡିଓ

ମୁମ୍ବାଇ : ବର୍ତ୍ତମାନ ସଲମାନ ତାଙ୍କ ପରିବାର ସଦସ୍ୟ ଏବଂ କିଛି ଅନ୍ତରଙ୍ଗ ବନ୍ଧୁଙ୍କ ସହ ଫାର୍ମହାଉସ୍‌ରେ ରହିଛନ୍ତି। କାରଣ ସଲମାନ୍‌ ତାଙ୍କ ଫାର୍ମହାଉସ୍‌କୁ ବୁଲିବାକୁ...

Advertisement
Seven Jackpot


Archives

Model This Week