ଅଗ୍ନିକାଣ୍ଡ: ଜଳିଗଲା ୪ପରିବାରଙ୍କ ୧୦ ବଖରା

ଭଦ୍ରକ ଅଫିସ, ୫।୨: ଭଦ୍ରକ ଜିଲା କଲେଇ ପଞ୍ଚାୟତ ବଳାଜିତପଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୦ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସମେତ ଧାନ, ଚାଉଳ, ପିନ୍ଧାଲୁଗା ପୋଡି ଯାଇଛି। ନିଆଁର ପ୍ରଖରତା ଏପରି ଥିଲା ଯେ, ଘରୁ କୌଣସି ଜିନିଷ ବାହାର କରିବା ସମ୍ଭବ ହୋଇ ନଥିଲା। ଖବର ପାଇ ଭଦ୍ରକରୁ ଦମକଳ ଗାଡି ଆସି ନିଆଁକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ...

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ...

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦...

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ...

ସାନିଟାଇଜ ହେଲା କେନ୍ଦୁଝର ମୁଖ୍ୟ ଡାକଘର

କେନ୍ଦୁଝର,୭ା୪(ଡିଏନ୍‌ଏ): କେନ୍ଦୁଝର ମୁଖ୍ୟ ଡାକଘର ପରିସରକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଲୋକଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବା ପାଇଁ ମୁଖ୍ୟ ଡାକଘର ସମେତ...

ବୈତରଣୀ କୂଳରୁ ମିଳିଲା ୧୨୦୦ବର୍ଷ ତଳର ପ୍ରାଚୀନ ବୁଦ୍ଧ ମୂର୍ତ୍ତି

ଭଣ୍ଡାରିପୋଖରୀ, ୨୮।୯ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତ ମୁଢ଼ାପଦା ଗ୍ରାମସ୍ଥିତ ବୈତରଣୀ ନଦୀକୂଳରୁ ଦୁଇଟି ପ୍ରାଚୀନ ବୁଦ୍ଧ ମୂର୍ତ୍ତି ଉଦ୍ଧାର ହୋଇଛି।...

ଜେଜେମା’ଙ୍କ ଭରସାରେ ୪ ଅନାଥ ଭଉଣୀ

ଠାକୁରମୁଣ୍ଡା,୪ା୧୦(ଡି.ଏନ.ଏ.)- ମା’ ବାପା ଆରପାରିରେ। ଜେଜେମା’ଙ୍କ ଭରସାରେ ଅସହାୟ ଜୀବନ ବିତାଉଛନ୍ତି ୪ ଅନାଥ ଭଉଣୀ। ମାସକୁ ୩୫ କିଲୋ ଚାଉଳ ଓ ୫୦୦ ଟଙ୍କା...

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା...

Advertisement
Archives

Model This Week