Posted inଜାତୀୟ

ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ

ତାମିଲନାଡୁ, ୨୭।୪: ଚେନ୍ନାଇର ରାଜୀବ ଗାନ୍ଧୀ ସରକାରୀ ହସ୍ପିଟାଲରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ତରେ କେହି ମୃତାହତ ହୋଇ ନ ଥିବା ବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ । ହସ୍ପିଟାଲ ମଧ୍ୟରେ ଥିବା ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ତର କାରଣ ଜଣାପଡିନାହିଁ। ଏ ନେଇ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଜେ ରାଧାକ୍ରିଷନ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri