ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ

କଟକ ଅଫିସ,୧୭।୧୦: କଟକ ଜଗତପୁର ସ୍ଥତି ଏକ ଅଗରବତୀ କାରଖାନାରେ ରବିବାର ସନ୍ଧ୍ୟାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସ୍ଥାନୀୟ ଦମକଳବାହିନୀର ୨ଟି ଗାଡି ସହ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି। ଅଗ୍ନକାଣ୍ଡରେ ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ନିଆଁ ଲାଗିବାର କାରଣ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri