ଆନନ୍ଦପୁର, ୨୧।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏକ ଫ୍ରିଜ୍ରେ ଶର୍ଟ ସର୍କିଟ୍ରୁ ନିଅଁା ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଫ୍ରିଜ୍ ଥିବା ରୁମ୍ରୁ ହଠାତ୍ ଧୂଅଁା ବାହାରିବାରୁ କର୍ମଚାରୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ଫ୍ରିଜ୍ରେ ଥିବା ୪ ୟୁନିଟ୍ ରକ୍ତ ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡରେ ଅନ୍ୟ କୌଣସି ସାମଗ୍ରୀ କିମ୍ବା ଆସବାବପତ୍ର କ୍ଷତି ହୋଇ ନ ଥିବା ରକ୍ତଭଣ୍ଡାରର ଅଧିକାରୀ ଡା. ବେଞ୍ଜାମିନ ସିର୍କା ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…
ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ
କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ
ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…
ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…
Archives

