Posted inଜାତୀୟ

ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ନିଆଁ

ନୂଆଦିଲ୍ଲୀ,୧୭।୭: ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନର ବ୍ୟାଟେରୀ ବାକ୍ସରେ ନିଆଁ ଲାଗିଯାଇଛି। ସୋମବାର ସକାଳେ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ନୂଆଦିଲ୍ଲୀ ଯାଉଥିବା ବନ୍ଦେ ଭାରତ ଟ୍ରେନର ଜଣେ କୋଚର ବ୍ୟାଟେରୀ ବାକ୍ସରେ ନିଆଁ ଲାଗିଯାଇଥିଲା। କୋଚରେ ୨୦-୨୨ ଜଣ ଯାତ୍ରୀ ଥିଲେ ଏବଂ ସେମାନଙ୍କୁ ତୁରନ୍ତ ଅନ୍ୟ କୋଚକୁ ସ୍ଥାନାନ୍ତର କରାଯାଇଥିଲା। ଅଏହି ଘଟଣାରେ କେହି ଆହତ ହୋଇଥିବା ସୂଚନା ମିଳିନାହିଁ।ି ରେଳ ବିଭାଗର ଜଣେ ଅଧିକାରୀ କହିଛନ୍ତି,କିଛି ରେଳ କର୍ମଚାରୀ ସକାଳ ପ୍ରାୟ ୬.୪୫ରେ ସି-୧୨ କୋଚର ବ୍ୟାଟେରୀ ବକ୍ସରେ ନିଆଁ ଦେଖିଥିଲେ। ଏହାପରେ ବନ୍ଦେ ଭାରତ ଟ୍ରେନକୁ ବିଦିଶା ଜିଲ୍ଲାର କୁରୱାଇ ଏବଂ କ୍ୟାଥୋରା ଷ୍ଟେଶନ ମଧ୍ୟରେ ତୁରନ୍ତ ଅଟକି ଯାଇଥିଲା। ନିଆଁକୁ ତୁରନ୍ତ ନିୟନ୍ତ୍ରଣକୁ ନିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri