ଭୁବନେଶ୍ୱର ବିମାନବନ୍ଦର ପଡ଼ିଆରେ ନିଆଁ, ନିର୍ଦ୍ଦେଶକ କହିଲେ…

ଭୁବନେଶ୍ୱର,୧୦ା୧: ବିଜୁ ପଟ୍ଟନାୟକ ବିମାନବନ୍ଦର ପଡ଼ିଆରେ ଶନିବାର ନିଆଁ ଲାଗିଛି। ଶୁଖିଲା ଘାସରେ ଭୟଙ୍କର ନିଆଁ ଲାଗିଥିବାବେଳେ ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ଅନ୍ୟପକ୍ଷରେ ଏହି ନିଆଁରେ କୌଣସି କ୍ଷୟକ୍ଷତି ଘଟି ନ ଥିବା କହିଛନ୍ତି ଏୟାରପୋର୍ଟ ନିର୍ଦ୍ଦେଶକ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର…

ମାଓବାଦୀଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌…

ଭୁବନେଶ୍ୱର,୨୭ା୨: ମାଓବାଦୀଙ୍କୁ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି। ଡିଜିପି କହିଛନ୍ତି, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ। ଏସ୍‌ଓଜି…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି…

ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri