ଭରତିଆ ଟାୱାରରେ ଅଗ୍ନିକାଣ୍ଡ

କଟକ ଅଫିସ,୨୪।୯: କଟକ ବାଦାମବାଡ଼ିସ୍ଥିତ ଭରତିଆ ଟାୱାର ୭ ମହଲାର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ଫଳରେ ଏକ ବଡ଼ ଧରଣର ବିପଦରୁ ଉକ୍ତ ବ୍ୟବସାୟ ପେଣ୍ଠସ୍ଥଳୀ ରକ୍ଷା ପାଇଯାଇଥିବାରୁ ବ୍ୟବସାୟୀମାନେ ଆଶ୍ୱସ୍ତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉକ୍ତ ଘରେ ନିଅଁା ଲାଗି ଯାଇଥିଲା। କିଛି ସମୟ ମଧ୍ୟରେ ବ୍ୟାପି ଯାଇ ଘରର ଝରକାପଟେ ଜଳୁଥିବା ଦେଖିବାକୁ ମିଳିଥିଲା। ନିଆଁର ପ୍ରକୋପ ଏତେ ଥିଲା କେହି ପାଖକୁ ଯିବାକୁ ସାହସ କରିପାରି ନ ଥିଲେ। ଅଗ୍ନିଶମ ଅଧିକାରୀ ମୀନକେତନ ବେହେରାଙ୍କ ସୂଚନା ଅନୁସାରେ, ଅଗ୍ନିକାଣ୍ଡ ଘଟିଥିବା କୋଠରିରେ କେତେଜଣ ଶ୍ରମିକ ଶ୍ରେଣୀର ଲୋକ ରହୁଥିଲେ। ଅଗ୍ନିକାଣ୍ଡରେ ଏକ ଆଲମିରା, ବାକ୍ସ ଓ କେତେକ କାଠ ସାମଗ୍ରୀ ଜଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?