ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବୌଦ୍ଧ, ୨୭।୯(ଡି.ଏନ୍‌.ଏ.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଔଷଧ ବିତରଣ କେନ୍ଦ୍ରରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବହୁ ଔଷଧପତ୍ର ପୋଡ଼ି ଯାଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ବୌଦ୍ଧ ମୁଖ୍ୟ ଚିକିତ୍ସାଳୟର ଔଷଧ କେନ୍ଦ୍ରର ଗୋଦାମ ଗୃହରୁ ହଠାତ୍‌ ଧୂଆଁ ବାହାରିବାରୁ ମେଡିକାଲ କର୍ମଚାରୀ କବାଟ ଖୋଲି ଦେଖିଥିଲେ। ନିଆଁ ଲାଗିଥିବା ଦେଖି ଅଗ୍ନଶମ କର୍ମଚାରୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ନିରାମୟ କେନ୍ଦ୍ରର ବହୁ ଔଷଧପତ୍ର ପୋଡ଼ି ଯାଇଥିବା ବେଳେ ଔଷଧ ବିତରଣ ବର୍ତ୍ତମାନ ବନ୍ଦ ରହିଛି । ତେବେ ଅଗ୍ନିଶମ ବାହିନୀ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri