Posted inଜାତୀୟ

କାର୍ଡିଓଲୋଜି ହସ୍ପିଟାଲରେ ଅଗ୍ନିକାଣ୍ଡ

କାନପୁର,୨୮।୩: ଉତ୍ତରପ୍ରଦେଶର କାନପୁରସ୍ଥିତ କାର୍ଡିଓଲୋଜି ହସ୍ପିଟାଲରେ ରବିବାର ସକାଳ ୭ଟା ୪୦ରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ହସ୍ପିଟାଲରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ଖବର ପାଇ ୯ଟି ଦମକଳ ଗାଡ଼ି ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କରିଛନ୍ତି। ନିଆଁ ଲାଗିବା ପରେ ହସ୍ପିଟାଲର ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ଭାବେ ହୈଲେଟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମୁୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଆହତ ହୋଇଥିବା ଲୋକଙ୍କ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri