କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍ ଫାୟାର ଅଫିସର ଓ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ୧୨୭ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ସୂଚନା ମିଳିଛି।
Posted inHome, Home Middle, ଆମ ଜିଲା ଖବର, କଟକ, ରାଜ୍ୟ View All
ଧୁମ୍ଧାମ୍ରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଝାମୁଯାତ୍ରା, କଣ୍ଟା ଦୋଳି ଦେଖିବାକୁ ହଜାର ହଜାର ଭକ୍ତଙ୍କ ଭିଡ଼
ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ କୋଷାବରା ଝାମୁଯାତ୍ରା ପୂଜା କମିଟି ଆନୁକୂଲ୍ୟରେ ଚଳିତ ବର୍ଷର ଦୀପାବଳି ପର୍ବ ତଥା ବାବା…
୯ ଟେଷ୍ଟରେ ୧୦୬ ନୋ-ବଲ: ଲଜ୍ଜାଜନକ ରେକର୍ଡ କଲା ପାକିସ୍ତାନ
ରାୱଲପିଣ୍ଡି,୧୯।୧୧:ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡିରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ମ୍ୟାଚ୍ର ତୃତୀୟ ଦିନ ସୁଦ୍ଧା ପାକିସ୍ତାନୀ ବୋଲରଙ୍କ ପକ୍ଷରୁ ଅନେକ ନୋ-ବଲ ଦେଖିବାକୁ ମିଳିଛି।…
ବାତ୍ୟା ‘ଅକ୍ୱାନ’କୁ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପ୍ରସ୍ତୁତ: ୩୧୩ ଆଶ୍ରୟସ୍ଥଳ କାର୍ଯ୍ୟକ୍ଷମ, ୫୬ ଗର୍ଭବତୀଙ୍କୁ ସ୍ଥାନାନ୍ତର
ଖୋର୍ଦ୍ଧା,୧୯ା୧୧(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ…
ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣର ତ୍ୱରିତ ପଦକ୍ଷେପ, ବ୍ରହ୍ମପୁର ହୋଟେଲରୁ ଉଦ୍ଧାର ହେଲେ ନାବାଳକ ଶ୍ରମିକ
ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ଶିଶୁ ଶ୍ରମିକ ପ୍ରଥାର ନିରାକରଣ ଓ ଶିଶୁ ଅଧିକାରର ସୁରକ୍ଷା ଦିଗରେ ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ…
ପାରାଦୀପ ବନ୍ଦର ପାଇଁ ନୂଆ ନିର୍ଦ୍ଦେଶନାମା ଜାରି, ବାତ୍ୟାର ଗତିବିଧି ପରିବର୍ତ୍ତନ ପରେ…
ପାରାଦୀପ,୧୯ା୧୧(ଶରତ ରାଉତ): ସମ୍ଭାବ୍ୟ ବାତ୍ୟା ଅକ୍ବାନ ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବୁଧବାର ସନ୍ଧ୍ୟାରେ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅର୍ଥାତ ଆସନ୍ତା ଗୁରୁବାର ଓ…
ମନ୍ତ୍ରୀ ଦେଲେ ବଡ଼ ସୂଚନା; ଏହି ୩ ଜିଲାରେ ଅଛି ସୁନା ଖଣି, ତାଲିକାରେ…
ଭୁବନେଶ୍ୱର,୧୯ା୧୧: ଓଡ଼ିଶାରେ ସୁନା, ରୁପା ଓ ମାଣିକ୍ୟ ଭଳି ମୂଲ୍ୟବାନ ଖଣିଜ ସମ୍ପଦର ସନ୍ଧାନ ମିଳିଛି । ରାଜ୍ୟର କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲାରେ ସୁନା…
ଖାଇବାକୁ ଯାଉଥିବା ବେଳେ ପିକଅପ୍ ଭ୍ୟାନ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ; ଅଞ୍ଚଳରେ ଶୋକ
ଭଞ୍ଜନଗର,୧୯।୧୧(ବାବୁଲା ପ୍ରଧାନ): ଭଞ୍ଜନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପିକ୍ଅପ୍ ଭ୍ୟାନ୍ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ ହୋଇଛି । ଜଣାଶୁଣା କଂଗ୍ରେସ ନେତା ତଥା…
ସଫେଇ ଦେଲେ ଟିମ ଇଣ୍ଡିଆର ବ୍ୟାଟିଂ କୋଚ୍: ସିରାଜଙ୍କୁ ଦଳରୁ ବାଦ ଦେବାକୁ ନେଇ କହିଦେଲେ ଭିତିରି କଥା
ୱେଲିଂଟନ,୧୯।୧୧: ୱେଲିଂଟନ ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନ ଅପେକ୍ଷା ଚୂଡ଼ାନ୍ତ ଏକାଦଶ ଚୟନକୁ ନେଇ ଅଧିକ ଚର୍ଚ୍ଚା ହେଉଛି। ପ୍ରଥମ ଟେଷ୍ଟରେ ରବୀନ୍ଦ୍ର ଜାଡେଜା ଓ ମହମ୍ମଦ…

