Advertisement

ଜିମ୍‌ ସେଣ୍ଟରରେ ନିଆଁ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱର ଜାଗମରାସ୍ଥିତ ଏକ ଫିଟ୍‌ନେସ୍‌ ସେଣ୍ଟର (ଜିମ୍‌)ରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଦୁଇ ମହଲା ବିଶିଷ୍ଟ କୋଠାରେ ଏହି ଜିମ୍‌ ସେଣ୍ଟର ରହିଛି। ଏହାର ପ୍ରବେଶ ପଥରେ ପ୍ରଥମେ ନିଆଁ ଲାଗି ଚାରିଆଡ଼େ ବ୍ୟାପୀ ଯାଇଥିଲା। ଏହି ସମୟରେ ଘର ଭିତରେ ଫସି ରହିଥିବା ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ଖବର ପାଇ ଦମକଳ ବାହିନୀ କର୍ମଚାରୀ ପହଞ୍ଚତ୍ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛନ୍ତି। ହେଲେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

  ଦେଓଗାଁ,୨୮ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି...

ଡିଏଲ୍‌, ଏଲ୍‌ଏଲ୍‌ ସ୍ଲଟ୍‌ ବୁକିଂ ବାତିଲ: ସେପ୍ଟେମ୍ବର ୩୦ ଯାଏ ଗାଡ଼ି କାଗଜପତ୍ର ବୈଧ

କଟକ ଅଫିସ,୧୨।୬: ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଓ ଲନର୍ସ ଲାଇସେନ୍ସ (ଏଲଏଲ୍‌) ଟେଷ୍ଟ ପୁଣି ଥରେ ଅନ୍ୟାଦେଶ ଯାଏ ବାତିଲ ହୋଇଛି। ଗୁରୁବାରଠାରୁ ଡିଏଲ୍‌ ଟେଷ୍ଟ...

ଫନୀ ଉଜାଡ଼ିଦେଲା ବ୍ୟବସାୟ : ମିଳୁନି କଞ୍ଚାମାଲ୍‌, ଚିନ୍ତାରେ ମୂର୍ତ୍ତି କାରିଗର

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଏବର୍ଷ ଫନୀ ଉଜାଡ଼ିଦେଲା ମୂର୍ତ୍ତି ବ୍ୟବସାୟ। ଚିନ୍ତାରେ ମୂର୍ତ୍ତି କାରିଗର। ଭଲ ରୋଜଗାର ଦେଉଥିବା ଏହି ଋତୁକାଳୀନ ବ୍ୟବସାୟ ଏଥର ବାତ୍ୟା ଫନୀ...

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ...

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ...

ଘଟଣାର ତଦନ୍ତ ହୋଇ ସତ ବାହାରକୁ ଆସୁ: ଭାଜପା

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁର କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ତାଙ୍କ ଗାଡିରେ ନିଆଁ...

ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍‌ଜିଏନ୍‌ଆରଇଜିଏସ୍‌ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ...

ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର

ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ...

Advertisement
Archives

Model This Week