Posted inଜାତୀୟ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନିଆଁ…

ନୂଆଦିଲ୍ଲୀ, ୮।୬ : ମଙ୍ଗଳବାର-ବୁଧବାର ବିଳମ୍ବିତ ରାତ୍ରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟାଳୟରେ ନିଆଁ ଲାଗିଯାଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଳମ୍ବିତ ରାତ୍ର ୧୨ଟା ୧୮ରେ କାର୍ଯ୍ୟାଳୟର ପ୍ରଥମ ମହଲାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପରେ ୭ ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଧ ଘଣ୍ଟା ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଟେଲିଫୋନ ଏକ୍ସଚେଞ୍ଜ୍‌ର କାର୍ଯ୍ୟାଳୟର ରୁମ୍‌ ନମ୍ବର ୮୨-ଏ ଏବଂ ୮୨-ବି ରେ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ। ତେବେ ଅତ୍ୟଧିକ ଗରମ ପଡ଼ିଥିବାରୁ ଶର୍ଟ ସର୍କିଟ୍‌ ଯୋଗୁ ଏଭଳି ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଦିଲ୍ଲୀ ପୋଲିସର ଟିମ ଏକ ମାମଲା ରୁଜୁ କରି ଦୁର୍ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri