ଇଣ୍ଡିଆନ ଅଏଲ ଡିପୋରେ ଅଗ୍ନିକାଣ୍ଡ

ପାରାଦୀପ,୧୯ା୯(ସ୍ବ.ପ୍ର.): ପାରାଦୀପସ୍ଥିତ ଇଣ୍ଡିଆନ ଅଏଲ ଡିପୋରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଟ୍ରେନ ଷ୍ଟାର୍ଟ ହେବା ସମୟରେ ସ୍ପାର୍କିଂ ଯୋଗୁ ନିଆଁ ଲାଗିଥିବା ସୂଚନା ମିଳିଛି ।

 

ସୂଚନାନୁଯାୟୀ, ଆଜି ଡିପୋରେ ଏକ ଟ୍ରେନରେ ତେଲ ଲୋଡିଂ ସରିବା ପରେ ଟ୍ରେନ୍‌ ଚାଲୁ ସମୟରେ ସ୍ପାର୍କିଂ ହୋଇଥିଲା । ଫଳରେ ନିକଟରେ ଥିବା ପେଟ୍ରୋଲ ପଏଣ୍ଟରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡ ବିଷୟରେ ଖବର ପାଇ ଆଇଓସିଏଲ୍‌ର ଅଗ୍ନିଶମ ବିଭାଗ, ଓଡ଼ିଶା ଅଗ୍ନିଶମ ବିଭାଗ ଓ ଟର୍ମିନାଲ ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ। ଅଗ୍ନିକାଣ୍ଡ କ୍ଷୟକ୍ଷତିର ଆକଳନ ଏ ପର୍ଯ୍ୟନ୍ତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?