Advertisement
Posted inଜାତୀୟ

ଇଣ୍ଡିଆନ୍‌ ଅଏଲ୍‌ ରିଫାଇନେରିରେ ଭୟଙ୍କର ଅଗ୍ନିକାଣ୍ଡ

ହଳଦିଆ,୨୧।୧୨- ପଶ୍ଚିମବଙ୍ଗର ହଳଦିଆରେ ଥିବା ଇଣ୍ଡିଆନ୍‌ ଅଏଲ୍‌ ରିଫାଇନାରିରେ ମଙ୍ଗଳବାର ଅପରାହ୍ନ ୩ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୪ ଆହତ ହୋଇଛନ୍ତି।

ବିଶୋଧନାଗାର ବନ୍ଦ କରାଯାଉଥିବାବେଳେ ଫ୍ଲାଶ୍‌ ଫାୟାର ଯୋଗୁ ନିଆଁ ଲାଗିଥିଲ। ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ (ଆଇଓସି) ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି
ପରେ ନିଆଁକୁ ଆୟତ୍ତ କରାଯାଇଛି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଏଥିରେ ୩ ଜଣଙ୍କ ଜୀବନ ଯାଇଛି। ୪୪ ଆହତଙ୍କ ମଧ୍ୟରୁ ୩୭ ଜଣଙ୍କୁ ଗ୍ରୀନ୍‌ କରିଡରରେ କୋଲକାତାସ୍ଥିତ ଏକ ହସ୍ପିଟାଲକୁ ନିଆଯାଇଛି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ (ଆଇଓସି) ପକ୍ଷରୁ କୁହାଯାଇଛି। ଘଟଣା ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକବ୍ୟକ୍ତ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧୁଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ,୨୧ା୪: ସାମ୍ପ୍ରଦାୟିକ ମନ୍ତବ୍ୟ ଲାଗି କଂଗ୍ରେସ ନେତା ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ନିର୍ବାଚନ କମିଶନ (ଇସି) କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୨୪ ଘଣ୍ଟା...

ଜରୁରୀକାଳୀନ ପରିସ୍ଥିତି ଲୋକଙ୍କ ମୌଳିକ ଅଧିକାରକୁ ଛଡ଼ାଇ ନେଇଥିଲା…

ନୂଆଦିଲ୍ଲୀ, ୨୬।୬ : ଦେଶରେ ୪୭ ବର୍ଷ ତଳେ ୧୯୭୫ରେ ଜୁନ୍‌ ମାସରେ ଜାରି ହୋଇଥିବା ଜରୁରୀ କାଳୀନ ପରିସ୍ଥିତି ଦେଶର ସାଧାରଣ ଲୋକଙ୍କ ମୌଳିକ...

ପିଇବା ପାଣି ପାଇପ୍‌ରୁ ବାହାରୁଛି ସାପ…

ଭୋପାଳ,୩୧।୫: ପିଇବା ପାଣି ପାଇପ୍‌ରୁ ଛୋଟ ଛୋଟ ସାପ ଛୁଆ ବାହାରୁଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶ ଟିକମ୍‌ଗଡ଼ରେ ସରକାରୀ ସପ୍ଲାଏ...

ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ଆଡଭାନୀଙ୍କ ଘରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୮।୧୧: ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୮୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ...

ଆସାମ ଏନ୍‌ଆର୍‌ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍‌ଆର୍‌ସି ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍‌ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ...

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର...

ମହାରାଷ୍ଟ୍ରରେ କରୋନା ଟିକା ଅଭାବ

ମୁମ୍ବାଇ,୭।୪: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସ୍ଥିତି ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ କରୋନା ଟିକାର ଅଭାବ ରହିଥିବା ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା...

ଯୌନ ଅନୁଗ୍ରହ ପାଇଁ ୮୦୦ କଲ୍‌

ବେଙ୍ଗାଲୁରୁ, ୨୨ା୪:କର୍ନାଟକର ଏକ ଘରୋଇ କଲେଜ ଅଧ୍ୟାପିକାଙ୍କ ପାଖକୁ ଯୌନ ଅନୁଗ୍ରହ ପାଇଁ ୮୦୦ ଫୋନ୍‌ କଲ୍‌ ଆସିଛି। ସମ୍ପୃକ୍ତା ଅଧ୍ୟାପିକାଙ୍କ ସହକର୍ମୀମାନେ ବିଭିନ୍ନ ସହରରେ...

Advertisement
Archives

Model This Week