ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୬।୮: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରର ପ୍ରାଣକେନ୍ଦ୍ର କୁହାଯାଉଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଧ୍ୟାହ୍ନରେ ହଠାତ୍‌ ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ନିଆଁ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ ପରିସରରେ ଥିବା ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ହସ୍ପିଟାଲ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି। ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ବ୍ରହ୍ମପୁର ଅଗ୍ନିଶମ ଅଧିକାରୀ ସନ୍ତୋଷ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଘଟଣା ପରେ ଏମ୍‌କେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଖବରଦାତାଙ୍କୁ ସୂଚନା ଦେଇ କହିଛନ୍ତି, ଏମ୍‌କେସିଜି ମେଡିକାଲରେ ଅଗ୍ନିକାଣ୍ଡ ଘଟିଛି। ଏହାର ତଦନ୍ତ ଚାଲିଛି। ଉକ୍ତ କୋଠାରେ କେହି ରୋଗୀ ନ ଥିଲେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri