କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବାବେଳେ ବାକି ରୋଗୀଙ୍କୁ ମୋ ବସ୍‌ ଜରିଆରେ ଅନ୍ୟାନ୍ୟ ହସ୍ପିଟାଲକୁ ପଠାଯାଇଛି। ନିଆଁ ଲାଗିବାର କାରଣ ସମ୍ପର୍କରେ ତଦନ୍ତ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଆରଡିସି ସୂଚନା ଦେଇଛନ୍ତି। ତେବେ ଏସିରୁ ନିଆଁ ଲାଗିଥିବା ସଦ୍‌ଗୁରୁ ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି। ଘଟଣାସ୍ଥଳରେ ଜିଲାପାଳ, ଚିଫ୍‌ ଫାୟାର ଅଫିସର, ଡିସିପି ଏବଂ ସିଏମ୍‌ସି କମିଶନର ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ସମୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକନ୍ଦା ମେଳନ ପଡ଼ିଆକୁ ସ୍ଥାନାନ୍ତର ହେଲା କଣାସ ହାଟ

କଣାସ,୩।୨୦(ସ୍ବ.ପ୍ର.)- ସାରା ଦେଶରେ ଲକଡାଉନ ଜାରି ରହିଥିବା ବେଳେ ଲୋକମାନଙ୍କୁ ଘରେ ରହିବାକୁ ସଚେତନ କରାଯାଉଛି। କିନ୍ତୁ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି...

ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍‌

ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ...

ପରିଚୟପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପରିଚୟ ପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ। ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ପରିଚୟପତ୍ର ନ ଥିବା...

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ...

ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ

ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ...

ପ୍ରଚାରରେ ପୂରା ଦମ୍‌ ଲଗାଇଛନ୍ତି ଦଳ

ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ...

ଗୁଣି ସନ୍ଦେହରେ ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇଲେ

ଫୁଲବାଣୀ ଅଫିସ, ୯ା୫: କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହ କରି ଏକ ବୃଦ୍ଧ ଦମ୍ପତିଙ୍କୁ ଲୋକେ ଅଖାଦ୍ୟ ଖୁଆଇଛନ୍ତି। ସେମାନେ...

ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଶାସନି ଟିମ୍‌

ସିନାପାଲି,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ସିନାପାଲି ତହସିଲ ଅନ୍ତର୍ଗତ ଛତିଶଗଡ ସୀମାନ୍ତରେ ଥିବା ନୂଆମାଲପଡା ଗ୍ରାମ ଚାଷୀଙ୍କ ଜମିକୁ ଜବରଦସ୍ତ ଛଡାଇ ନେଇ ଛତିଶଗଡ ରାଜ୍ୟର ଚାଷୀ ଚାଷ...

Advertisement
Archives

Model This Week