ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ ସଙ୍କେତ ନୁହେଁ: କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୩।୩: ହୁ ହୁ ହୋଇ ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ଦିନେ କି ଦୁଇଦିନ ନୁହେଁ ପ୍ରାୟ ଗୋଟିଏ ସପ୍ତାହ ହେଲାଣି, ଜଙ୍ଗଲ ଭିତରେ ହିଁ ଜଳିଯାଉଛି ଗଛପତ୍ର । ମନ୍ଦ ଉଦ୍ଦେଶ୍ୟ ରଖି କିଛି ବ୍ୟକ୍ତି ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ତେବେ ଏତେ ବଡ଼ ଅଞ୍ଚଳରେ ନିଆଁ ଲାଗିଛି ଯେ, ଏହାକୁ କାବୁ କରିବା ପାଇଁ ବନ ବିଭାଗ ନୟାନ୍ତ ହୋଇ ସାରିଲାଣି ।

ସେପଟେ ଶିମିଳିପାଳ ଜଙ୍ଗଲ ଜଳିବା ଏସିଆ ପାଇଁ ଭଲ ସଙ୍କେତ ନୁହେଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ଏହି ଘଟଣା ପ୍ରତି ଜାତୀୟ ଓ ଅନ୍ତର୍ଜାତୀୟ ଗଣମାଧ୍ୟମ ଧ୍ୟାନ ଦେବା ଜରୁରୀ ବୋଲି ସେ କହିଛନ୍ତି।
ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଜଙ୍ଗଲ ସମେତ ବେତନଟୀ, ରାସଗୋବିନ୍ଦପୁର, ମୋରଡା ଆଦି ରେଞ୍ଜରେ ମାଡିଚାଲିଛି ନିଆଁ । ଯାହାଫଳରେ ଜଙ୍ଗଲ ଆଖପାଖ ଅଞ୍ଚଳରେ ଥିବା ଗାଁ ଗୁଡିକ ଏବେ ବିପଦ ସଙ୍କୁଳ ଅବସ୍ଥାରେ ରହିଛି । ନିଆଁ ଲାଗିବା କାରଣରୁ ଜଙ୍ଗଲରେ ଥିବା ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri