ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ନିଆଁ ବ୍ୟାପିଥିବା ଜଣାପଡିଛି। ୪୫ ମିନିଟ ଧରି ନିଆଁ ଲାଗିଥିବା ପ୍ରତ୍ୟେକ୍ଷଦର୍ଶୀ ସୂଚନା ଦେଇଛନ୍ତି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri