ବୋର୍ଡିଂ ସ୍କୁଲର ହଷ୍ଟେଲରେ ଅଗ୍ନିକାଣ୍ଡ,୧୩ ମୃତ

ବେଜିଂ,୨୦।୧: ଚାଇନାର ହେନାନ ପ୍ରଦେଶର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲର ଛାତ୍ରାବାସରେ ଅଗ୍ନିକାଣ୍ଡରେ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଚାଇନା ରାଜ୍ୟ ଗଣମାଧ୍ୟମ ଅନୁଯାୟୀ, ଜାନଶାନପୁ ଗାଁର ସ୍ଥାନୀୟ ଲୋକମାନେ ଶୁକ୍ରବାର ରାତି ୧୧ଟା ସମୟରେ ୟିଙ୍ଗକାଇ ସ୍କୁଲରେ ନିଆଁ ଲାଗିଥିବାର ସୂଚନା ଦେଇଥିଲେ। ଉଦ୍ଧାରକାରୀମାନେ ଘଟଣାସ୍ଥଳରେ ପହଞ୍ଚି ରାତି ୧୧:୩୮ରେ ନିଆଁକୁ ଆୟତ୍ତ କରିଥିଲେ। ତେବେ ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ କେତେ ଛାତ୍ର ଅଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଏହି ଘଟଣାରେ ଜଣେ ବ୍ୟକ୍ତି ଆହତ ହୋଇ ବର୍ତ୍ତମାନ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ସ୍କୁଲ ମାଲିକଙ୍କୁ ପୋଲିସ ଗିରଫ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଉପରେ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ କେଏଲ ରାହୁଲ, କହିଲେ ‘ମୁଁ ଦଳ ପାଇଁ…’

ନୂଆଦିଲ୍ଲୀ,୨୯।୧: କେଏଲ ରାହୁଲ ଜଣେ ଷ୍ଟାର ଭାରତୀୟ କ୍ରିକେଟର ଯିଏ ଟିମ ଇଣ୍ଡିଆର ଅଧିନାୟକତ୍ୱ କରିଛନ୍ତି। ତଥାପି, ସେ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଦଳରେ ସାମିଲ…

ଟି-୨୦ ବିଶ୍ୱକପ ପୂର୍ବରୁ ଫୁଟିଲା ମ୍ୟାଚ ଫିକ୍ସିଂ ବୋମା: ଏହି କ୍ରିକେଟର୍‌ ସସ୍‌ପେଣ୍ଡ୍‌

ନୂଆଦିଲ୍ଲୀ,୨୯।୧: ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଆମେରିକା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଆଇସିସି ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଆରୋନ ଜୋନ୍ସଙ୍କୁ ନିଲମ୍ବିତ କରିଛି।…

ଫେବୃଆରୀରୁ ଏସବୁ ନିୟମରେ ହେବ ବଡ଼ ପରିବର୍ତ୍ତନ, ତୁରନ୍ତୁ କରିନିଅନ୍ତୁ ସବୁକିଛି, ନଚେତ୍‌…

ନୂଆ ମାସ ଆରମ୍ଭ ହେବ। ଏହା ସହିତ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଫେବୃଆରୀ ୧ରୁ FASTag, ଜମି…

ମା’ଙ୍କୁ ହତ୍ୟା କଲେ ଜନ୍ମ କଲା ପୁଅ, ଟଙ୍କା ଦେବାକୁ ମନା କରିବାରୁ…

ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି…

ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…

ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ…

ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି: ଏକାଥରକେ ବଢିଲା ୧୧ ହଜାର ଟଙ୍କା

ଭୁବନେଶ୍ୱର,୨୯।୧: ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି । ଆଉ ଛୁଇଁହେବନି। ଏକାଥରକେ ୨୪ କ୍ୟାରେଟ ସୁନା ୧୧ ହଜାର ୭୭୦ ଟଙ୍କା ବୃଦ୍ଧି ପାଇଛି। ୧୦…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର…

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri