ଫିଫା ବିଶ୍ୱକପ ପ୍ରଶଂସକ ଗ୍ରାମରେ ଅଗ୍ନିକାଣ୍ଡ…

ଦୋହା,୨୬।୧୧ : କତାରରେ ଖେଳାଯାଉଥିବା ଫିଫା ବିଶ୍ୱକପ୍ର ପ୍ରଶଂସକ ଗ୍ରାମରେ ନିଆଁ ଲାଗିବାର ଘଟଣା ସାମ୍ନାକୁ ଆସିଛି। କତାରର ବିଶ୍ୱକପ ସିଟି ଲୁସେଲରେ ଏହି ଘଟଣା ଘଟିଥିବା ଜଣାଯାଇଛି। ଭିଡ଼ିଓ ଫୁଟେଜରେ ଅକାଶରେ ବହଳ କଳା ଧୂଆଁ ବ୍ୟାପିଥିବାର ଦେଖାଯାଉଛି।

କ୍ୱେଟଫାନ ଦ୍ୱୀପ ଉତ୍ତରରେ ଥିବା ପ୍ରଶଂସକ ଗ୍ରାମ ଉପରେ ଏହି କଳା ଧୂଆଁ ଦେଖାଯାଉଛି। ଗଣମାଧ୍ୟମ ସଂସ୍ଥା ଦି ସନ ଅନୁଯାୟୀ, ଫିଫା ଅଧିକାରୀମାନେ ନିର୍ମାଣାଧୀନ ଏକ କୋଠାରେ ଘଟିଥିବା ଅଗ୍ନିକାଣ୍ଡ ସମ୍ପର୍କରେ କହିଛନ୍ତି। ଏଥି ସହିତ, ସିଭିଲ ଡିଫେନ୍ସ୍ର ଲୋକମାନେ ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ହତାହତ ଅବା କ୍ଷୟକ୍ଷତିର କୌଣସି ସୂଚନା ମିଳି ନାହିଁ।

ଏହା ଉଲ୍ଲେଖନୀୟ ଯେ ଫୁଟବଲ ବିଶ୍ୱକପ ଆୟୋଜନ ପାଇଁ କତାର ପାଣି ପରି ଟଙ୍କା ଖର୍ଚ୍ଚ କରିଛି। ଏହା ସତ୍ତ୍ୱେ କାର୍ଯ୍ୟର ଗୁଣବତ୍ତାକୁ ନେଇ ଅନେକ ଅଭିଯୋଗ ଆସୁଛି। କତାର ପ୍ରାୟ ୧୮୫ ବିଲିୟନ ପାଉଣ୍ଡ ଖର୍ଚ୍ଚ କରିଛି। ଏହାର ଅଧିକାଂଶ ଖର୍ଚ୍ଚ ଲୁସେଲ ସିଟି ନିର୍ମାଣରେ ହୋଇଛି। ନିର୍ମାଣ କାର୍ଯ୍ୟରେ ସମସ୍ତ ପ୍ରକାର ଠକେଇ ହୋଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?