Posted inଜାତୀୟ

ପ୍ଲାଷ୍ଟିକ କାରଖାନାରେ ଅଗ୍ନିକାଣ୍ଡ

କୋଲକାତା, ୧୨।୧୦-ଉତ୍ତର କୋଲକାତାର ଚିତ୍‌ପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର ୧୦ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଚଳାଇଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଏହି ଅଘଟଣରେ କଣ ସବୁ କ୍ଷତି ହୋଇଛି ତାହାର ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri