ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri