ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily