ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ ଟ୍ରକରେ ନିଆଁ ଲାଗିଥିଲା । ହେଲେ ଡ୍ରାଇଭର ଏବଂ ହେଲପର ସୌଭାଗ୍ୟବଶତଃ ବର୍ତ୍ତି ଯାଇଛନ୍ତି ।

ଖବର ପାଇ ନୀଳଗିରି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି । ଜାତୀୟ ରାଜପଥ ପାର୍ଶ୍ଵରେ ଡ୍ରାଇଭର ଜଣକ ଟ୍ରକକୁ ଛିଡା କରାଇ ଷ୍ଟୋଭରେ ରୋଷେଇ କରୁଥିଲେ । ଅସାବଧାନତା ବଶତଃ ଷ୍ଟୋଭରୁ ନିଆଁ ଲାଗି ହୁତୁହୁତୁ ହୋଇ ଟ୍ରକଟି ସମ୍ପୂର୍ଣ୍ଣ ଜଳିଯାଇଛି । ହେଲେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri