Posted inଜାତୀୟ

ଚାନ୍ଦିନି ଚୌକର ଥୋକ ବଜାରରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ୩୦ ଗାଡି ନିୟୋଜିତ

ନୂଆଦିଲ୍ଲୀ,୨୫ ।୧୧: ଦିଲ୍ଲୀର ଚାନ୍ଦନି ଚୌକ ସ୍ଥିତ ଭାଗିରଥ ପ୍ୟାଲେସ ମାର୍କେଟରେ ଥିବା ଦୋକାନରେ ଭିଷଣ ଅଗ୍ନିକାଣ୍ଡ ହୋଇଛି । ଗୁରୁବାର ରାତି ପ୍ରାୟ ୯ଟା ୧୯ରେ ନିଆଁ ଲାଗିଥିବା ସୂଚନା ମିଳିଥିଲା । ଏହାପରେ ୧୭ରୁ ଅଧିକ ଦମକଳ ଗାଡି ଉକ୍ତ ସ୍ଥାନରେ ପହଞ୍ଚିଥିଲେ ।
ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି, ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚାଲିଛି । ଘଟଣାସ୍ଥଳରେ ଦମକଳ ଅଧିକାରୀ ଓ ପୋଲିସ ଉପସ୍ଥିତ ରହିଛନ୍ତି । ଏହି ଅଗ୍ନିକାଣ୍ଡରେ ୨ ମହଲା ଘର କ୍ଷତିଗ୍ରସ୍ତ ହୋଇଛି । ଏଥିରେ କେହି ଆହତ ହୋଇଥିବା ଅବା ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri