ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ ଅଧିକ କମ୍ପ୍ୟୁଟର ସହିତ ଛାତ୍ରୀଛାତ୍ରଙ୍କ ଅନେକ ଜରୁରୀ ଡକ୍ୟୁମେଣ୍ଟ ଓ ଫାଇଲ ସମ୍ପୂର୍ଣ୍ଣ ଭାବେ ଜଳି ନଷ୍ଟ ହୋଇଯାଇଛି।
ଅଗ୍ନିକାଣ୍ଡ ଘଟିବା ପରେ କଲେଜ ପରିସରରେ ଆତଙ୍କ ଓ ଅସ୍ଥିରତା ଦେଖାଦେଇଥିଲା। ଖବର ପାଇବା ପରେ ସଙ୍ଗେସଙ୍ଗେ ଆନନ୍ଦପୁର ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିୟନ୍ତ୍ରଣ କରିଥିଲେ। ସେମାନଙ୍କ ଦ୍ରୁତ ପଦକ୍ଷେପ ଫଳରେ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି ।

ପ୍ରାଥମିକ ତଦନ୍ତରୁ ବିଦ୍ୟୁତ୍ ସର୍କିଟ୍ ତ୍ରୁଟି ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। କ୍ଷତିର ସଠିକ୍ ଆକଳନ ଏପର୍ଯ୍ୟନ୍ତ ହୋଇନଥିବା ବେଳେ, ଘଟଣାକୁ ନେଇ କଲେଜ ପକ୍ଷରୁ ତଦନ୍ତ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?