ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା ରହିଛି । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ବେଳେ ଶିଶୁ ୱାର୍ଡରେ ଜଣେ ଶିଶୁ ରହିଥିଲେ।

ଘଟଣାର ଖବର ପାଇ ଛତ୍ରପୁର ଫାୟାର ଅଫିସର ଧନଞ୍ଜୟ ମଲ୍ଲିକ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀ, ମେଡିକାଲ ସୁରକ୍ଷା କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ । ତେଵେ ଧୂଆଁ ଏତେ ଜୋର ଥିଲା ପାଖରେ ଥିବା ଅନ୍ୟ ୱାର୍ଡରେ ଥିବା ରୋଗୀମାନେ ଭୟଭିତ ହୋଇଯାଇଥିଲେ । ଏପରିକି ଜଣେ ରୋଗୀଙ୍କ ସମ୍ପକୀୟ ନିଜ ମା’ଙ୍କୁ ଭୟରେ ବାହାରକୁ ଆଣି ଦେଇଥିଲେ । ତେବେ ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣ ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?