କାର୍ଯ୍ୟାଳୟରେ ଲାଗିଲା ନିଆଁଁ: ସବୁକିଛି ଜଳିପୋଡ଼ି ପାଉଁଶ

ଛତ୍ରପୁର,୧୬।୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସମାଜ ମଙ୍ଗଳ ଅଧିକାରୀ କାର୍ଯ୍ୟାଳୟରେ ଲାଗିଲା ନିଆଁ। ସର୍ଟସର୍କିଟ ପାଇଁ ଲାଗିଲା ନିଆଁ। ନିଆଁରେ ସମସ୍ତ ଅଫିସ କାଗଜ ପତ୍ର ଓ କମ୍ପୁଟର, ପ୍ରିଣ୍ଟର ପୋଡି ନଷ୍ଟ। ନିଆଁକୁ ଆୟତ କଲେ ଅଗ୍ନିଶମ ବିଭାଗ। ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ବାରମ୍ବାର ଫୋନ କରିଥିଲେ ମଧ୍ୟ ଉଠାଇ ନ ଥିଲେ ଅଧିକାରୀ। ଯାହା ଫଳରେ ତାଲା ପଡ଼ିଥିବା ଯୋଗୁ ନିଆଁ ଲିଭାଇବା କିଛି ସମୟ ବିଳମ୍ବ ମଧ୍ୟ୍ୟ ହୋଇଥିଲା।
ଛତ୍ରପୁର ବିଧାୟକ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ପରେ ନିଆଁକୁ ଆୟତ କରିଥିଲେ ଅଗ୍ନିଶମ ବାହୀନି। ସକାଳୁ ସକାଳୁ ଏହି ନିଆଁ ଲାଗିଥିଲା। ସ୍ଥାନୀୟ ଲୋକ ଦେଖି ଅଧିକାରୀଙ୍କୁ ବାରମ୍ବାର ଫୋନ କରିଥିଲେ ସେ ଉଠାଇ ନ ଥିଲେ। ଶେଷରେ ବିଧାୟକ ନିଜେ ଉପସ୍ଥିତ ନିଆଁ ଲିଭାରେ ସହଯୋଗ କରିଥିଲେ। ଦୁଇ ଘଣ୍ଟା ପରେ ଅଧିକାରୀ ଜଣକ କାର୍ଯ୍ୟାଳୟ ଆସିଥିଲେ। ଦେହ ଅସୁସ୍ଥ ଥିବାରୁ ନିଦ ବାଟିକା ଖାଇ ଶୋଇଥିଲି ବୋଲି ଅଧିକାରୀ ଜଣକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?