ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….

ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲାର ଚମାଖଣ୍ଡି ଛକ ଠାରୁ ବଣବୁଲାପଲ୍ଲୀ ଗ୍ରାମକୁ ଯିବା ରାସ୍ତାରେ ।

ଖବର ଅନୁସାରେ, ବଣବୁଲାପଲ୍ଲୀ ଗ୍ରାମର ପି. ମଳୟ ରେଡ୍ଡୀ ନାମକ ଯୁବକ ଗତକାଲି ବିଳମ୍ବିତ ରାତ୍ରରେ ଆଇଆରଇଏଲ କମ୍ପାନୀରୁ ଡ୍ୟୁଟି ସାରି ନିଜ ଓଲା ଗାଡିରେ ଘରକୁ ଫେରୁଥିଲେ । ଏହି ସମୟରେ ଚମାଖଣ୍ଡିଛକ ଏବଂ ବଣବୁଲାପଲ୍ଲୀ ଯିବା ରାସ୍ତାରେ ହଠାତ୍ ଓଲାରେ ନିଆଁ ଲାଗିଯାଇଥିଲା । ଯାହାଫଳ ରେ ସେ ଭୟଭୀତ ଅବସ୍ଥା ଗାଡି ଛାଡି ଅଳ୍ପ ଦୂରକୁ ଆସି ସଙ୍ଗେସଙ୍ଗେ ଛତ୍ରପୁର ଫାୟାର ଅଫିସକୁ ଫୋନ ଯୋଗେ ଜଣାଇଥିଲେ । ଫାୟାର କର୍ମଚାରୀମାନେ ଘଟଣାସ୍ଥଳକୁ ଆସି ନିଆଁକୁ ଲିଭାଇଲା ବେଳେ ଓଲା ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଥିଲା । ଏନେଇ ପି. ମଳୟ ସୂଚନା ଦେବା ସହିତ ଚମାଖଣ୍ଡି ଥାନାରେ ମଧ୍ୟ ଲିଖିତ ଭାବେ ଜଣାଇଛନ୍ତି ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri