ରୋହିଙ୍ଗ୍ୟା ଶରଣାର୍ଥୀ ଶିବିରରେ ଲାଗିଲା ନିଆଁ, ଜଳିଗଲା ୧୦୦୦ରୁ ଅଧିକ ଆଶ୍ରୟସ୍ଥଳୀ

ଢାକା,୭ା୧: ବାଂଲାଦେଶର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା କକ୍ସ ବଜାରରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀ ଆଶ୍ରୟ ନେଇଥିବା ଶିବିରରେ ନିଆଁ ଲାଗିଯାଇଛି। ଫଳରେ ଏହି ଅଗ୍ନିକାଣ୍ଡରେ ୧୦୦୦ରୁ ଅଧିକ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଆଶ୍ରୟସ୍ଥଳୀ ନଷ୍ଟ ହୋଇଯାଇଥିବା ବେଳେ ହଜାର ହଜାର ଲୋକ ବାସହୀନ ହୋଇଯାଇଛନ୍ତି। ଏନେଇ ରବିବାର ଅଗ୍ନିଶମ ଅଧିକାରୀ ଏବଂ ମିଳିତ ଜାତିସଂଘ ଏହି ସୂଚନା ଦେଇଛନ୍ତି।

ଉଖିଆ ଅଗ୍ନିଶମ କେନ୍ଦ୍ରର ମୁଖ୍ୟ ଶଫିକୁଲ ଇସଲାମ କହିଛନ୍ତି, ଶନିବାର ବିଳମ୍ବିତ ରାତିରେ ଉଖିଆର କୁଟୁପାଲଙ୍ଗ କ୍ୟାମ୍ପରେ ଏହି ଅଗ୍ନିକାଣ୍ଡ ଘଟି ପ୍ରବଳ ପବନ ହେତୁ ଦ୍ରୁତ ଗତିରେ ନିଆଁ ଚାରିଆଡ଼କୁ ବ୍ୟାପୀ ଯାଇଥିଲା। ସେ କହିଛନ୍ତି, କୌଣସି ମୃତାହତଙ୍କ ସମ୍ପର୍କରେ ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, “ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri