କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଖଲ୍ଲିକୋଟ,୧୨।୪,(ପ୍ରଶାନ୍ତ କୁମାର ମିଶ୍ର): ବାଲୁଗାଁ ଷ୍ଟେଶନରେ ଶନିବାର ମଧ୍ୟାହ୍ନରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଟ୍ରେନଟି ପଲାସାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଖଲ୍ଲିକୋଟ ଷ୍ଟେଶନ ନିକଟରେ ଏକ ବଗିରୁ ଧୂଆଁ ବାହାରୁଥିବା ଲୋକେ ଦେଖିଥିଲେ। ଏ ସମ୍ପର୍କରେ ସେମାନେ ଷ୍ଟେଶନ ମାଷ୍ଟରଙ୍କୁ ଜଣାଇବା ପରେ ଚିଲିକା ଷ୍ଟେଶନକୁ ଖବର ଦିଆଯାଇଥିଲା। କିନ୍ତୁ ସେତେବେଳକୁ ଟ୍ରେନ ଚିଲିକା ଷ୍ଟେଶନ ପାର ହୋଇ ଚାଲି ଯାଇଥିବାରୁ ବାଲୁଗାଁ ଷ୍ଟେଶନରେ ଟ୍ରେନକୁ ଅଟକା ଯାଇଥିଲା। ଏହାପରେ ବାଲୁଗାଁ ଦମକଳ ବାହିନୀ ପହଞ୍ଚି ବଗିରେ ଲାଗିଥିବା ନିଆଁ କୁ ଆୟତ୍ତ କରିଥିଲେ। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ କାରଣରୁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି। ନିଆଁ ଲିଭିବା ପରେ ଟ୍ରେନ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri