ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ହେଲେ ଏସ୍‌ଏନ୍‌ସିୟୁରେ ଥିବା ୩୦ରୁ ଊଦ୍ଦର୍‌ବ ନବଜାତ ଶିଶୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଏସଏନସିୟୁରେ ଲାଗିଥିବା ପ୍ୟାନେଲ ବୋର୍ଡରେ କୌଣସି କାରଣରୁ ଶଟ୍‌ ସର୍କିଟ ହୋଇ ନିଆଁ ଲାଗିବା ଆରମ୍ଭ ହୋଇଥଲା। ଏହାକୁ ଦେଖି ସେଠାରେ ଥିବା କର୍ମଚାରୀ ତୁରନ୍ତ ସେଠାରେ ଥିବା ଅଗ୍ନି ନିର୍ବାପକ ସ୍ପ୍ରେ କରିଥିଲେ। ଏହା ଦ୍ୱାରା କିଛି ସମୟ ପରେ ନିଆଁ ଲିଭିଯାଇ ଗୃହଟି ଧୂଆଁରେ ଭର୍ତ୍ତି ହୋଇଯାଇଥିଲା ବୋଲି ଅଗ୍ନିଶମ ଅଧିକାରୀ ବିଜୟ କୁମାର କିଷାନ କହିଛନ୍ତି। ଏସ୍‌ଏନ୍‌ସିୟୁ ଧୁଆଁରେ ଭର୍ତ୍ତି ହୋଇ ଯାଇଥିବାରୁ ତୁରନ୍ତ ଏହି ୱାର୍ଡ ଖାଲି କରାଯାଇଥିଲା । ସେଠାରେ ଥିବା ୩୦ରୁ ଊର୍ଦ୍ଧ୍ୱ ଶିଶୁ ଏବଂ ରୋଗୀଙ୍କୁ ମେଡିକାଲରେ ଥିବା ମେଡ଼ିସିନ ଓ ସର୍ଜରୀ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଥିଲା।

ତେବେ ମେଡିକାଲର ସମସ୍ତ ଅଧିକାରୀ, କର୍ମଚାରୀଙ୍କ ତ୍ୱରିତ ପଦକ୍ଷେପ ଯୋଗୁ କାହାର କୌଣସି କ୍ଷୟକ୍ଷତି ହୋଇ ନ ଥିବା କୋରାପୁଟ ଉପ ଜିଲାପାଳ ବେଣୁଧର ଶବର କହିଛନ୍ତି। ଶିଶୁ ଯତ୍ନ ୟୁନିଟରେ ସେତେବେଳେ ୩୦ରୁ ଉଦ୍ଦର୍‌ବ ଶିଶୁ ରହିଥିବା ହସ୍ପିଟାଲର ମ୍ୟାନେଜର ଶୁଭେନ୍ଦୁ ପଣ୍ଡା ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଆଇନଜୀବୀ ରୂପକ ତୁରୁକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri