Posted inଜାତୀୟ

ଜଳୁଥିଲା ବସ୍‌: ଯାତ୍ରୀଙ୍କୁ ଛାଡ଼ି ପଲାଇଲେ କର୍ମଚାରୀ

ରାୟପୁର,୧୨।୧୨: ଛତିଶଗଡ଼ କେଶକାଲ ସହରର ରାବଣଭଟା ନିକଟ ଜାତୀୟ ରାଜପଥରେ ମଙ୍ଗଳାବର ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚଳନ୍ତା ବସ୍‌ରେ ନିଆଁ ଲାଗି ମହିଳାଙ୍କ ସମେତ ୫ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଏକ ଘରୋଇ ବସ୍‌ଟି ଜଗଦଲପୁରରୁ ରାୟପୁର ଯାଉଥିଲା। ଏଥିରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିଲେ। ହେଲେ ବାଟରେ କେଶକାଲ ନିକଟରେ ବସ୍‌ରୁ ଧୂଆଁ ବାହାରୁଥିବା ଦେଖି ଡ୍ରାଇଭର ଗାଡିକୁ ଅଟକାଇ ଦେଇଥିଲେ। ହେଲେ ଯାତ୍ରୀମାନେ ଭୟଭୀତ ହୋଇ ଝରକା ଭାଙ୍ଗି ବାହାରକୁ ଆସିଥିବା ଜଣାପଡିଛି। ଅନ୍ୟପକ୍ଷେ ବସ୍‌ଟି ନିଆଁରେ ଜଳିଯାଇଥିଲା। ଖବର ପାଇ ପୋଲିସ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲା। ପରବର୍ତ୍ତି ସମୟରେ ସ୍ଥାନୀୟ ଦମକଳ ବାହିନୀ ପହଞ୍ଚି ନିଆଁକୁ ଲିଭାଇଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ହେଲେ ଶର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri