ରୁଷିଆର ଏକ ହୋଟେଲରେ ଅଗ୍ନିକାଣ୍ଡ, ୨ ଶିଶୁଙ୍କ ସମେତ ୬ ମୃତ

ମସ୍କୋ,୨୨ ।୨: ରୁଷିଆର ଜରୁରିକାଳୀନ ପରିସ୍ଥିତି ମନ୍ତ୍ରଣାଳୟ ମଙ୍ଗଳବାର ବିଳମ୍ବିତ ରାତିରେ ସୂଚନା ଦେଇଛି କି ମସ୍କୋର ଏକ ବହୁମହଲା ବିଶିଷ୍ଟ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ୨ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ମନ୍ତ୍ରଣାଳୟ ଟେଲିଗ୍ରାମ ମେସେଜିଂ ପ୍ଲାଟଫର୍ମରେ କହିଛି ଯେ ଅଗ୍ନିକାଣ୍ଡରେ ୨ ଜଣ ଆହତ ହୋଇଛନ୍ତି ଏବଂ ପ୍ରାୟ ୨୦୦ରୁ ଅଧିକ ଲୋକଙ୍କୁ ବିଲଡିଂରୁ ସ୍ଥାନାନ୍ତର କରାଯାଇଛି ।
ରୁଷିଆର ଯାଞ୍ଚ ସମିତି ଟେଲିଗ୍ରାମରେ କହିଛି ଅଧା ରାତିର ଠିକ୍ ପୂର୍ବରୁ ନିଆଁକୁ ଲିଭାଇ ଦିଆଯାଇଥିଲା ଓ ପ୍ରତିଟି କୋଠରିର ନିରିକ୍ଷଣ କରାଯାଇଥିଲା । ଏହାସହ ବିଲଡିଂର ପଞ୍ଚମ ମହଲାରେ ଲାଗିଥିବା ନିଆଁର କାରଣ ଜାଣିବାକୁ ଏକ ଆପରାଧିକ ମାମଲା ଦାୟର କରାଯାଇ ଯାଞ୍ଚ ଆରମ୍ଭ କରାଯାଇଛି ।
ରୁଷିଆ ଏଜେନ୍ସି କହିଛି ମସ୍କୋର ତଗାଂସ୍କି ଜିଲାରେ ୪୧ ବର୍ଷ ପୁରୁଣା ବିଲଡିଂର ତଳ ମହଲାରେ ଏମକେଏମ ହୋଟେଲ ସହ ଉପର ଫ୍ଲୋରରେ ଆପାର୍ଟମେଣ୍ଟ ରହିଛି । ରୁଷିଆର ତାସ ଏଜେନ୍ସି ଏକ ଜରୁରିକାଳୀନ ସେବା ଅଧିକାରୀଙ୍କ ସୂଚନା ଆଧାରରେ କହିଛି କି ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri