Posted inଜାତୀୟ

ରାଜ୍ୟପାଳଙ୍କ ବୈଠକ ସମୟରେ ରାଜଭବନରେ ଲାଗିଲା ନିଆଁ

କୋଲକାତା,୨୩।୧: କୋଲକାତାର ରାଜଭବନର ତୃତୀୟ ମହଲାରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ରାଜ୍ୟପାଳ ସିବି ଆନନ୍ଦ ବୋସ୍‌ଙ୍କ ବୈଠକ ସମୟରେ ରାଜଭବନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଟ୍ୟୁବଲାଇଟ୍‌ରେ ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଘଟଣା ଘଟିବା ସମୟରେ ରାଜ୍ୟପାଳ ସିବି ଆନନ୍ଦ ବୋସ୍‌ ରାଜଭବନରେ ଏଡିଜିଙ୍କ ସହ ଏକ ବୈଠକ କରୁଥିଲେ। ରାଜବଭନ ଭଳି ସ୍ଥାନରେ ନିଆଁ ଲାଗିବା ପରେ କୋକୁଆଭୟ ଖେଳିଯାଇଛି। ଯଦି ନିଆଁ ଆହୁରି ବ୍ୟାପିଥାନ୍ତା ତେବେ ଏକ ବଡ଼ ଅଘଟଣ ଘଟିଥାନ୍ତା ବୋଲି ଆଶା କରାଯାଉଛି। ଅନ୍ୟପଟେ ଏଥିରେ କେହି ଆହତ ହୋଇନାହାନ୍ତି ବୋଲି ଅଗ୍ନିଶମ ବିଭାଗର ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ କହିଲେ,‘ମୋତେ ଗିରଫ କର’

ନୂଆଦିଲ୍ଲୀ,୧୬।୫: କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଟିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା କରିଥିବା ଅଭିଯୋଗରେ ୧୭ ଜଣଙ୍କୁ...

ମାନ ସରକାରଙ୍କ ବଡ ନିଷ୍ପତ୍ତି: ଫେରାଇ ନିଆଗଲା ଚନ୍ନିଙ୍କ ପରିବାର, କ୍ୟାପଟେନଙ୍କ ପୁଅଙ୍କ ସମେତ ୧୮୪ ଭିଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨୩ ।୪: ପଞ୍ଜାବ ସରକାର ଶୁକ୍ରବାର ବିଳମ୍ବିତ ରାତିରେ ୧୮୪ ଜଣ ଭିଭିଆଇପିଙ୍କ ପୋଲିସ ସୁରକ୍ଷାରେ କାଟଛାଟ କରିଛି । ଏବେ କେବଳ ସେହି ବ୍ୟକ୍ତିମାନଙ୍କୁ...

ହ୍ବାଟ୍ସଆପ୍‌, ଇମେଲ୍‌, ଫାକ୍ସରେ ଜାରି ହେବ ସମନ

ନୂଆଦିଲ୍ଲୀ,୧୧ା୭(ଆଇଏଏନ୍‌ଏସ୍‌): ସମସ୍ତ ଆଇନଗତ ମାମଲାର ସମନ ଓ ନୋଟିସ ହ୍ବାଟ୍ସଆପ୍‌, ଇମେଲ୍‌ ଏବଂ ଫାକ୍ସ ମାଧ୍ୟମରେ ପଠାଯାଇପାରିବ। ପ୍ରଥମ ଥର ଲାଗି ସୁପ୍ରିମକୋର୍ଟ ଶୁକ୍ରବାର ଏଥିପାଇଁ...

ପୁଣି ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଊପରେ ବର୍ଷିଛନ୍ତି । ଗୁରୁବାର କୋଲକାତାରେ ଆୟୋଜିତ ଏକ...

ଆର୍ଯ୍ୟନଙ୍କୁ ଜେଲ ନୁହେଁ ରିହାବ ପଠାଇବା କଥା

ମୁମ୍ବାଇ,୨୬।୧୦: ଆର୍ଯ୍ୟନ ଖାନଙ୍କୁ ଆହୁରି ଗୋଟିଏ ରାତି ଜେଲରେ କାଟିବାକୁ ପଡ଼ିବ। ତାଙ୍କ ଜାମିନ ଆବେଦନର ଶୁଣାଶିକୁ ବମ୍ବେ ହାଇକୋର୍ଟ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।...

ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି...

ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର...

ଇନସ୍ପେକ୍ଟରଙ୍କୁ ଗୁଳି କରି ଆତ୍ମହତ୍ୟା କଲେ ଏସ୍‌ଆଇ

ନୂଆଦିଲ୍ଲୀ, ୨୫।୭:  ନୂଆଦିଲ୍ଲୀର ୧୨୨ ସିଆର୍‌ପିଏଫ୍‌ ବାଟାଲିୟନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସବ୍‌ ଇନସ୍ପେକ୍ଟର(ଏସ୍‌ଆଇ) କରନେଲ୍‌ ସିଂ ବରିଷ୍ଠ ଇନସ୍ପେକ୍ଟର ଦଶରଥ ସିଂଙ୍କୁ...

Advertisement
Archives

Model This Week