ଦୋକାନ ଘରେ ଅଗ୍ନିକାଣ୍ଡ

ରାଇକିଆ, ୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାକିଙ୍ଗିଆ ଗ୍ରାମର ଡକେଡୁନାଜୁଠାରେ ଏକ ଦୋକାନ ଘରେ ଅଗ୍ନି କାଣ୍ଡ ଘଟିଛି। ରବିବାର ମଧ୍ୟାହ୍ନରେ ଅପରାଜିତା ପ୍ରଧାନଙ୍କ ଦୋକାନ ଘରେ ସର୍ଟଶର୍କିଟରୁ ନିଆଁ ଲାଗି ଯାଇଥିଲା । ଦୋକାନ ବନ୍ଦ ଥିଲା ବେଳେ ଖବରପାଇ ରାଇକିଆ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଦୋକାନ ନିକଟରେ ଥିବା ଏକ ଗଛରେ ମଧ୍ୟ ନିଆଁ ଲାଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri