ଦୋକାନ ଘରେ ଅଗ୍ନିକାଣ୍ଡ

ରାଇକିଆ, ୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାକିଙ୍ଗିଆ ଗ୍ରାମର ଡକେଡୁନାଜୁଠାରେ ଏକ ଦୋକାନ ଘରେ ଅଗ୍ନି କାଣ୍ଡ ଘଟିଛି। ରବିବାର ମଧ୍ୟାହ୍ନରେ ଅପରାଜିତା ପ୍ରଧାନଙ୍କ ଦୋକାନ ଘରେ ସର୍ଟଶର୍କିଟରୁ ନିଆଁ ଲାଗି ଯାଇଥିଲା । ଦୋକାନ ବନ୍ଦ ଥିଲା ବେଳେ ଖବରପାଇ ରାଇକିଆ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଦୋକାନ ନିକଟରେ ଥିବା ଏକ ଗଛରେ ମଧ୍ୟ ନିଆଁ ଲାଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…

ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ  ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri