ବେଙ୍ଗାଲୁର ଯାଇ ଥିବାବେଳେ ଅଗ୍ନିକାଣ୍ଡ: ଜଳିଗଲା ୩ ବଖରା

ଧୂଷୁରୀ, ୫।୪, ( ଦୀପ୍ତି ରଞ୍ଜନ ନାୟକ ) : ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅର୍ଜୁନପୁର ପଞ୍ଚାୟତ ମମଦୁଲା ଗ୍ରାମରେ ବିଳମ୍ବିତ ରାତିରେ ନିଆଁଲାଗି ସମ୍ପୂର୍ଣ୍ଣ ଧ୍ବଂସ ହୋଇ ଯାଇଛି । ଅଗ୍ନିକାଣ୍ଡ ବେଳେ ପରିବାର ଲୋକେ ଘରେ ନଥିଲେ । ସମସ୍ତେ କିଛିଦିନ ହେବ ବେଙ୍ଗାଲୁର ଯାଇଛନ୍ତି । ଅଗ୍ନିକାଣ୍ଡରେ ସୁଦର୍ଶନଙ୍କର ଟିଭି, ଫ୍ରିଜ, ବାଇକ, ଆସବାବପତ୍ର ସମେତ ପ୍ରାୟ ୪ ଲକ୍ଷ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି । ଧାମନଗରରୁ ଦମକଳ ଆସି ପହଞ୍ଚି ଥିଲେ ବି କିଛି ସୁଫଳ ମିଳି ପାରି ନଥିଲା । ଧୂଷୁରୀ କିମ୍ବା ସାଆଁଳପୁରରେ ଦମକଳ କେନ୍ଦ୍ର ପ୍ରତିଷ୍ଠା ପାଇଁ ଦୀର୍ଘଦିନ ଧରି ଦାବି ହୋଇଆସୁଥିଲେ ବି ସରକାରୀ ଉଦାସୀନତା ଯୋଗୁଁ ଏହା ପ୍ରତିଷ୍ଠା ହୋଇପାରୁନି । ଏଥିଲାଗି ଦିନକୁ ଦିନ ଅସନ୍ତୋଷ ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri