ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ ମୃତକଙ୍କ ସଂଖ୍ୟା ସରକାର ଲୁଚାଉଥିବା ଅଭିଯୋଗ ହୋଇଛି। ସରକାରୀ ରିପୋର୍ଟରେ ମୃତ୍ୟୁ ସଂଖ୍ୟା ୪ ଥିବାବେଳେ ଶ୍ମଶାନ ଘାଟ ଏବଂ କବରସ୍ତାନରୁ ମିଳିଥିବା ତଥ୍ୟ ଅନୁସାରେ ମଙ୍ଗଳବାର ଏଠାରେ ମୃତ୍ୟୁ ସଂଖ୍ୟା ୮୪ ରହିଛି। ଭୋପାଳରେ ଥିବା ଭଦଭଦା, ସୁଭାଷନଗର ଆଦି ଶ୍ମଶାନଘାଟରେ ୩୦ରୁ ଅଧିକ ଚିତା ୪ ଦିନ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଛି। ଅପରପକ୍ଷରେ ୩୦ଟିର ପ୍ରସ୍ତୁତି ଆରମ୍ଭ ହୋଇଛି। ସେହିପରି ଝଦା କବରସ୍ତାନରେ ମଧ୍ୟ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଅଧିକ ସଂଖ୍ୟକ ମୃତଦେହ ପହଞ୍ଚୁଥିବାରୁ କବର ଦେବା କଷ୍ଟକର ହୋଇ ପଡ଼ୁଛି। ସେହିପରି ଶ୍ମଶାନରେ ଦିନରାତି ଜୁଇ ନିଆଁ ଲିଭୁନି। ଏଭଳି ସ୍ଥିତି ଗୁଜରାଟର ସୁରଟରେ ମଧ୍ୟ ସୃଷ୍ଟି ହୋଇଛି। ଶ୍ମଶାନ ଘାଟ ଏବଂ କବରସ୍ତାନ ଆଗରେ ମୃତକଙ୍କ ପରିବାର ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟ୍‌ ପୂରଣ ପାଇଁ ନିଜର ୧୫ଥର କରୋନା ଟେଷ୍ଟ କଲେ ଡାକ୍ତର

ମଥୁରା, ୨୨।୯: ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତର ଟାର୍ଗେଟ୍‌ ପୂରଣ କରିବା ଲାଗି ୧୫ଥରରୁ ଊର୍ଦ୍ଧ୍ୱ...

ଏକ ବିଦ୍ୟାଳୟରୁ ୩୨ ଛାତ୍ର କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୨୮ା୧୦): କର୍ନାଟକର ଏକ ବିଦ୍ୟାଳୟରୁ କରୋନା ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ୩୨ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏତେ ସଂଖ୍ୟକ...

ଅଣ୍ଡରୱାର୍ଲଡ ସହ ମନି ଲଣ୍ଡରିଂ ମାମଲାରେ ଗିରଫ ହେଲେ ମନ୍ତ୍ରୀ ନଓ୍ବାବ ମଲିକ

ମୁମ୍ବାଇ,୨୩।୨: ପଳାତକ ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମ ଏବଂ ମୁମ୍ବାଇ ଅଣ୍ଡରଓ୍ବାଲର୍‌ଡ ସହ ବେଆଇନ ଟଙ୍କା ନେଣଦେଣ ମାମଲାରେ ବୁଧବାର ଗିରଫ ହୋଇଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ...

ଇଡେନ୍‌ ଗାର୍ଡେନ୍‌ରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

କୋଲକତା, ୧୧।୭: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର କୋଲକତାର ଲୋକପ୍ରିୟ କ୍ରିକେଟ ଷ୍ଟାଡ଼ିୟମ୍‌ରେ କରୋନା ଆକ୍ରାନ୍ତଙ୍କ...

ଆତ୍ମନିର୍ଭର ଭାରତ ଗଠନରେ ଜାତୀୟ ହାଇଡ୍ରୋଜେନ୍‌ ମିଶନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୧୫।୮: ସମ୍ପ୍ରତି ଭାରତ ବହୁବିଧ କ୍ଷେତ୍ରରେ ବିକାଶ କରୁଥିବାବେଳେ ଶକ୍ତି କ୍ଷେତ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପାଲଟିଛି। ଏବେ ଦେଶ କ୍ୱାଣ୍ଟମ ଜମ୍ପ ଦେବାକୁ ଯାଉଛି।...

ଯବାନଙ୍କୁ ଜାଳିଦେଲେ

ମୁମ୍ବାଇ, ୮ା୨: ଭାରତୀୟ ନୌସେନାର ଜଣେ ଯବାନଙ୍କୁ ମୁମ୍ବାଇର ପାଲଘର ଜିଲାରେ କେତେଜଣ ଦୁର୍ବୃତ୍ତ ଜିଅନ୍ତା ଜାଳିଦେଇଛନ୍ତି। ମୃତକ ହେଲେ ଝାଡଖଣ୍ଡର ସୁରଜ କୁମାର ମିଥିଲେଶ...

ମୁକୁଲ ରାୟଙ୍କ ନଁ।ରେ ଚାର୍ଜଶିଟ୍‌

କୋଲକାତା, ୬।୧୨: କ୍ରିଷ୍ଣଗଞ୍ଜର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ବିରୋଧରେ...

କାନପୁର ହିଂସାର ତଦନ୍ତ କରିବ ଏସ୍‌ଆଇଟି: ଲାଗିବ ଅଭିଯୁକ୍ତଙ୍କ ପୋଷ୍ଟର

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ...

Advertisement
Archives

Model This Week