ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଉପକରଣ ଜଳିପୋଡ଼ି ପାଉଁଶ

ବାସୁଦେବପୁର,୬।୧୧(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ଗ୍ରାମରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ଗ୍ରାମର ରାଜେଶ ବିଶ୍ୱାଳ, ମଧୁସୂଦନ ବିଶ୍ୱାଳ, ରମେଶ ବିଶ୍ୱାଳଙ୍କର ୩ ବଖରା ଘରେ ଜଳିଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ନିଆଁରେ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଘରୋଇ ଉପକରଣ ପୋଡି ପାଉଁଶ ହୋଇଯାଇଛି। ବିରସ ରାଜସ୍ବ ନିରୀକ୍ଷକ ରମାକାନ୍ତ ଦାସ, ବିରସ ସରପଞ୍ଚ ରୁଚିସ୍ମିତା ବାରିକ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ପୀଡିତ ପରିବାରକୁ ପଲିଥିନ ଓ ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri