ମଶା ପାଇଁ ଲାଗିଧିଲା ନିଆଁ ଆଉ ଶେଷରେ ଜଳିଗଲା…..

ଭଣ୍ଡାରିପୋଖରୀ,୪।୧୦(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ପୁରିପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର କୈଳାଶ ଚନ୍ଦ୍ର ରାଉତଙ୍କ ଗୁହାଳ ଘରେ ଅଗ୍ନିକାଣ୍ଡ ଘଟି ୪ ଗୋରୁ ଜୀବନ୍ତ ଦଗ୍ଧ ହୋଇଛି। ଏହା ସହ ତାଙ୍କର ୩ ବଖରା ଘର ସମେତ ବିଭିନ୍ନ ଆସବାବପତ୍ର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଗୁହାଳେ ମଶା ପାଇଁ ଦିଆଯାଇଥିବା ଧୂଆଁରୁ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି। ଖବରପାଇ ଭଣ୍ଡାରିପୋଖରୀ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିନି ଆଦିବାସୀ ଅଧ୍ୟୁଷିତ ସାନ୍ତାଳପଡ଼ାର ଚିତ୍ର

ମହାକାଳପଡ଼ା,୨୯ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆର ସାନ୍ତାଳପଡ଼ା ଗାଁ ସମୁଦ୍ର ଆଁରେ ରହିଛି। ଅବହେଳିତ ସାନ୍ତାଳପଡ଼ାରେ ୧୯୯୯...

ତୁଟୁନି ସମସ୍ୟା : ରୋଗୀ ହଇରାଣ

କେନ୍ଦୁଝର, ୨୫ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଉପସ୍ଥିତି ଓ ଅନୁପସ୍ଥିତିକୁ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି।...

ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଯୋଡ଼ା,୩୦।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ...

କ୍ରଶର ପାଇଁ ବଢୁଛି ପ୍ରଦୂଷଣ

ଖଡ଼ିଆଳ,୧୧।୧୨(ଡି.ଏନ.ଏ.): ପଥର ଖାଦାନଗୁଡିକୁ ଗାଇଡ଼ ଲାଇନ ନ ମାନି ନିୟମ ଉଲ୍ଲଘଂନ କରି ମାଫିଆ ହାତକୁ ଟେକି ଦେଇଥିବା ଅଭିଯୋଗ ହୋଇଛି। ଐତିହାସିକ କୀର୍ତିରାଜି ଲୀନ...

ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ

ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

କଫ ସିରପ୍‌, ନିଶାବଟିକା ଚାଲାଣ ଯୋଜନା ପଣ୍ଡ: ୪ ଗିରଫ

ବରଗଡ଼ ଅଫିସ,୨୫ା୭: ବରଗଡ଼ ଜିଲା ବରପାଲି ପୋଲିସ ହାତରେ କଫ ସିରପ୍‌, ନିଶା ବଟିକା ଚାଲାଣ ଧରାପଡ଼ିଛି। ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।...

କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ

କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା...

Advertisement
Archives

Model This Week