Advertisement

କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ରାୟଗଡ଼ା ଅଫିସ,୬।୧୧: ରାୟଗଡ଼ା ରେଳଷ୍ଟେଶନଠାରେ ରବିବାର ଏକ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟିଛି। ବିଶାଖାପାଟଣାରୁ ରାୟଗଡ଼ା ଆସି ଷ୍ଟେଶନରେ ଛିଡା ହୋଇଥିବା ବେଳେ ହଠାତ୍‌ ବଗିରେ ନିଆଁ ଲାଗିଯାଇଥିଲା। ଏନେଇ ଷ୍ଟେଶନ କର୍ତ୍ତୃପକ୍ଷ ଦମକଳ ବାହିନୀକୁ ଖବର ଦେଇଥିଲେ। ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡରେ ବିଶେଷ କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ...

କେନାଲରେ ଆସୁନି ପାଣି, ଶୁଖିଲା ପଡ଼ିଛି ଚାଷଜମି

ନାଉଗଁା ,୫ା୧୧(ସ୍ବ.ପ୍ର): ନାଉଗଁା ବ୍ଲକର ଚାଷୀମାନେ କେତେବେଳେ ଅଧିକ ବର୍ଷା ତ ଆଉ କେତେବେଳେ ପାଣି ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଅଣ୍ଟିଆ ବର୍ଷା...

ମହାରାଷ୍ଟ୍ର, ତାମିଲନାଡୁ, କର୍ନାଟକ ସର୍ବାଧିକ ଆତ୍ମହତ୍ୟାପ୍ରବଣ: ଓଡ଼ିଶାର ହାର ଉଦ୍‌ବେଗଜନକ

କଟକ ଅଫିସ,୯ ।୬: ପୂର୍ବରୁ ଭାରତରେ ଆତ୍ମହତ୍ୟାକୁ ଏକ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯାଉଥିଲା। ଭାରତୀୟ ପିଙ୍ଗଳ କୋଡ୍‌ର ଧାରା ୩୦୯ ଅନୁଯାୟୀ, ଏଥିପାଇଁ...

ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ,...

୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ

ମହାକାଳପଡ଼ା, ୭।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ...

ଶୁଭିବନି ଖଣ୍ଡଗିରି କୁମ୍ଭମେଳାର କୋଳାହଳ

ଭୁବନେଶ୍ୱର, ୬।୨ (ବ୍ୟୁରୋ): ସୋମବାର ମାଘ ସପ୍ତମୀଠାରୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ ହେବ। ହେଲେ କରୋନା କଟକଣା ପାଇଁ ଗତବର୍ଷ ଭଳି ଏଥର...

୪୫୫ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ବାଲେଶ୍ୱର ଅଫିସ, ୩୦ା୧: ବାଲେଶ୍ୱର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲାପରିଷଦ, ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡ଼ମେମ୍ବର ପ୍ରାର୍ଥୀ ପାଇଁ ଜିଲାରେ ମୋଟ୍‌ ୧୨,୯୮୨ ପ୍ରାର୍ଥୀଙ୍କ...

Advertisement
Archives

Model This Week