ଦିଆସିଲି ବୋଝେଇ ଟ୍ରକରେ ଲାଗିଲା ନିଆଁ

ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ଷ୍ଟେସନ ବଜାର ଅଏଲ ମିଲ ସମ୍ମୁଖରେ ଏକ ଦିଆସିଲି ବୋଝେଇ ଟ୍ରକଟିରେ ହଠାତ ନିଆଁ ଲାଗିଯାଇଛି। କୌଣସି ଅଘଟଣ ଘଟିବା ଆଗରୁ ସ୍ଥାନୀୟ ଲୋକ ଏବଂ ଟ୍ରକ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁ ତୁରନ୍ତ ଗାଡ଼ିରେ ଲାଗିଥିବା ନିଆଁକୁ ଲିଭାଇ ଦିଆଯାଇଥିଲା। ଏଥିରେ କୌଣସି କ୍ଷତି ହୋଇ ନ ଥିବା ବେଳେ ଅଳ୍ପକେ ବଡ ଧରଣର ବିପଦରୁ ସ୍ଥାନୀୟ ଲୋକେ ବଞ୍ଚି ଯାଇଥିଲେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଲାଗିବାର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି।...

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ...

ଭଞ୍ଜନଗର ବ୍ଲକର ଅଧିକାଂଶ ନିର୍ଦ୍ଦେଶକ ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୯ା୬(ଡି.ଏନ.ଏ): ଭଞ୍ଜନଗର ବ୍ଲକର ସମସ୍ତ ୧୮ଟି ସୋସାଇଟିର ନିର୍ଦ୍ଦେଶକ ପଦବୀ ନିମନ୍ତେ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ ସରିଛି । ଗତ ୩୧ ତାରିଖରେ ୧୦ଟି...

ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ...

ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ

ରତ୍ନଗିରି, ୫।୫(ଡି.ଏନ୍‌.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା...

ଚର୍ଚ୍ଚାରେ ଚିଲତଇଳା ଆଶ୍ରମ ସ୍କୁଲ: ଛାତ୍ରୀ ମୃତ୍ୟୁର ସପ୍ତାହକ ପରେ ଆଉ ଜଣେ ଅସୁସ୍ଥ

ଢେଙ୍କାନାଳ ଅଫିସ, ୧୫।୧୧- ଅନ୍ତେବାସୀଙ୍କ ବିଗୁଡୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଚିଲତଇଳା ଆଶ୍ରମ ସ୍କୁଲ। ଏଠାରେ ୫ମ ଶ୍ରେଣୀରେ...

ପ୍ରଲୋଭନ ଦେଖାଇ ୨ ଲକ୍ଷ ଲୁଟ୍‌ ମାମଲାର ପର୍ଦ୍ଦାଫାଶ

ଜଗତ୍‌ସିଂହପୁର ଅଫିସ, ୧୮ା୪: ୭୦ ହଜାର ଟଙ୍କା ଦେଲେ, ୧ ଲକ୍ଷ ଟଙ୍କା ମିଳିବ। ଏଭଳି ପ୍ରଲୋଭନ ଦେଖାଇ ଜଗତ୍‌ସିଂହପୁର ଜିଲାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ...

ଡକାୟତି ଯୋଜନା ପଣ୍ଡ: ତିନି ଗିରଫ

ରାଉରକେଲା ଅଫିସ୍‌,୧୧।୧୦: ରାଉରକେଲା ସିଭିଲ ଟାଉନସିପରେ ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ ହୋଇଛି । ରଘୁନାଥପାଲୀ ପୋଲିସ ଏକ ୧୦ ଜଣିଆ ଡକାୟତି ଗ୍ୟାଙ୍ଗର...

Advertisement
Archives

Model This Week