ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। କିନ୍ତୁ ସୌଭାଗ୍ୟବଶତଃ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ସର୍ଟସର୍କିଟ ବୋଲି ଅନୁମାନ କରାଯାଉଛି। ଚାହୁଁଚାହୁଁ ନିଆଁ ବ୍ୟାପିଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। କାର୍ଯ୍ୟାଳୟ ଏସି, କମ୍ପ୍ୟୁଟର ସମେତ ବହୁ ଆସବାବପତ୍ର ସମେତ ଅଫିସ ଫାଇଲ ପତ୍ର ଜଳିଯାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri