Posted inଜାତୀୟ

ନିଆଁ ଲିଭା ମେଶିନ୍‌ ପ୍ରସ୍ତୁତକାରୀ କମ୍ପାନୀରେ ନିଆଁ, ୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୨।୬: ଗୁରୁଗ୍ରାମର ଦୌଲତାବାଦ ବ୍ୟବସାୟିକ ଅଞ୍ଚଳରେ ଥିବା ନିଆଁ ଲିଭା ମେଶିନ୍‌ ପ୍ରସ୍ତୁତକାରୀ କମ୍ପାନୀରେ ନିଆଁ ଲାଗିଛି । ଏହି କମ୍ପାନୀରେ ଶୁକ୍ରବାର ମଧ୍ୟ ରାତ୍ରିରେ ନିଆଁ ଲାଗିବା କାରଣରୁ ୮ ଜଣ ଶ୍ରମିକଙ୍କର ପ୍ରାଣ ଯାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବିଭାଗର ୧୦ରୁ ଅଧିକ ଗାଡ଼ି ଏହି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ରାତି ପାଖାପାଖି ୨ଟା ସମୟରେ ଫ୍ୟାକ୍ଟ୍ରିରେ ଏକ ବିଷ୍ଫୋରଣ ହୋଇଥିଲା । ଏହାପରେ ଭୀଷଣ ନିଆଁ ଲଗିଯାଇଥିଲା । ଏତେ ଜୋରରେ ଶବ୍ଦ ହୋଇଥିଲା ଯେ ଆଖପାଖର ୧୦୦ ମିଟର ଭିତରେ କିଛି ଲୋକ ତଳେ ମଧ୍ୟ ପଡ଼ି ଯାଇଥିଲେ । ପାଖ ଫ୍ୟାକ୍ଟ୍ରିଗୁଡ଼ିର ଲୁହା ଆଙ୍ଗଲ, ଲୁହା ଚାଦର ଆଦି ତଳେ ପଡ଼ି ଯାଇଥିଲା । ନିଆଁ ଏତେ ଭୟଙ୍କର ହୋଇଥିଲା ଯେ ୩ କିଲୋମିଟର ପର୍ଯ୍ୟନ୍ତ ଏହା ଦେଖାଯାଇଥିଲା । ଅଗ୍ନିଶମ ବିଭାଗ ଫ୍ୟାକ୍ଟ୍ରି ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri