Posted inଜାତୀୟ

ଗେମିଂ ଜୋନ୍‌ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ

ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍‌ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ...

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri