ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା

ଗଞ୍ଜାମ, ୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର ପାଇ ଦମକଳ ଗାଡି ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ l ଗ୍ରାମର ଡି ସୋମନାଥ ରେଡି, ମୁରଲୀ ରେଡି, ଡି ହରିବନ୍ଧୁ ରେଡି, ଡି ରାଧାକୃଷ୍ଣ ରେଡି, ଡି ଚାକରା ଓ ଡି ଦମୟନ୍ତୀଙ୍କ ଘର ନିଆଁରେ ପୋଡି ଯାଇଥିବା ଉକ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅନ୍ତର୍ଯ୍ୟାମୀ ବେହେରା ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲା ଚିଠି: ସ୍ମାର୍ଟସିଟି ଭେଳିକି

ସହର ହେବ ସ୍ମାର୍ଟସିଟି। ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଏହି ସୂଚନା ଦିଆଯିବା ପରେ ସହରବାସୀ ଏହାକୁ ସ୍ବାଗତ କରିଥିଲେ। ୪ ମାସ ତଳେ ପ୍ରାଥମିକ...

‘ବୁଲ୍‌ବୁଲ’ ପ୍ରଭାବ: ଗଛ ଉପୁଡ଼ି ଗୁହାଳ ଘର ଭାଙ୍ଗିଲା

ଭଣ୍ଡାରିପୋଖରୀ,୯।୧୧(ଡି.ଏନ୍‌.ଏ): ବାତ୍ୟା ‘ବୁଲବୁଲ’ର ପ୍ରଭାବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଜଳମଣ୍ଡୁଆ ପଞ୍ଚାୟତ ଶରଦପୁର ଗ୍ରାମର ଚନ୍ଦ୍ରମଣି ଖିଲାରଙ୍କ ଗୁହାଳ...

ପାଟଣା ଥାନାରେ ନୂତନ ଥାନାଧିକାରୀଙ୍କ ଯୋଗଦାନ

ପାଟଣା,୧୦।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ସୋମବାର ନୂତନ ଥାନାଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବର ସ୍ବାଇଁ ବାମୋବାରୀ ଥାନା...

ସ୍ଲରି ପାଇପ୍‌ରେ ଲୁହାପଥର ପରିବହନକୁ ବିରୋଧ

କେନ୍ଦୁଝର,୧୯ା୫(ସ୍ବ.ପ୍ର.): ସ୍ଲରି ପାଇପ୍‌ରେ ଲୁହାପଥର ପରିବହନକୁ ବିରୋଧ କରି ଗୁରୁବାର କେନ୍ଦୁଝର ଜିଲାର ଟ୍ରକ୍‌ମାଲିକମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାବିପତ୍ର...

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି।...

କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨୨ା୪(ଡି.ଏନ୍‌.ଏ): ଲକ୍‌ଡାଉନ୍‌ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି...

କୋଭିଡ୍‌ ଡ୍ୟୁଟି କରିବାକୁ ଯାଇ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବିପିଏମ୍‌

ପାଟଣା,୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ବିପିଏମ୍‌ ଧୀରେନ କୁମାର ମହନ୍ତ କୋଭିଡ୍‌ ଡ୍ୟୁଟି କରିବାକୁ ଯାଇ ସୋମବାର ବିଳମ୍ବିତ...

ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ବାତିଲ

କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ମଧ୍ୟ ବାତିଲ...

Advertisement
Archives

Model This Week