କେଶରୀ ମଲ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀର ମାର୍କେଟ ବିଲ୍ଡିଂରେ ଥିବା କେଶରୀ ମଲ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡି ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ଶେଷରେ ନିଆଁକୁ ଆୟତ କରାଯାଇଥିବା ସୂଚନା ରହିଛି। ଘଟଣାରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ତେବେ ଏପର୍ଯ୍ୟନ୍ତ କ୍ଷୟକ୍ଷତିର ମଧ୍ୟ ଆକଳନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?