ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର ଅଭାବ ହେତୁ ନିଆଁ ଲିଭାଇବାରେ ବାଧା ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?